୧୪ଦଫା ଦାବି ନେଇ ମାଧ୍ୟମିକ ଶିକ୍ଷକ ସଂଘ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା
ଜଗତସିଂହପୁର : ୧୪ଦଫା ଦାବି ନେଇ ମାଧ୍ୟମିକ ଶିକ୍ଷକ ସଂଘ ଓଷ୍ଟା ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା, ବିକ୍ଷୋଭ ପ୍ରଦର୍ଶନ ସହ ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ଜଗତସିଂହପୁର ଜିଲ୍ଲା ମାଧ୍ୟମିକ ଶିକ୍ଷକ ସଂଘ ଓଷ୍ଟା ଜିଲ୍ଲା ଶାଖା ପକ୍ଷରୁ ସଂଘର ଶତାଧିକ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ଉପସ୍ଥିତ ରହି ଥାନା ଛକ ନିକଟରୁ ଏକ ପ୍ରତିବାଦ ଶୋଭାଯାତ୍ରାରେ ବାହାରି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ […]