OSEFD ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ, ଆଲୋଚନା ଚକ୍ରରେ ଯୋଗ ଦେଲେ ବାଚସ୍ପତି…
ଖୋର୍ଦ୍ଧା, (ଏଫ୍ଟୁଏସ୍ / ପ୍ରସନ୍ନ କୁମାର ସ୍ୱାଇଁ) : ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଖୋର୍ଦ୍ଧା ଜିଲ୍ଲା ରାଜ ସୁନାଖଳା ବିଜୁ ପଟନାୟକ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ “ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଓ ସ୍ୱତନ୍ତ୍ର ଶିକ୍ଷକ’ ବିଷୟ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଅନ୍ୟ ଅତିଥି ବୃନ୍ଦଙ୍କୁ ସମ୍ବର୍ଦ୍ଧିତ […]