ଓଡିଶା

୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ବ୍ୟୁରୋ ରିପୋର୍ଟ : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି । ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିକେନ୍ଦ୍ରର ସୂଚନା ଅନୁସାରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ […]

ଓଡିଶା

ପଶ୍ଚିମା ଝଡ ପ୍ରଭାବ, ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଛି । ରାଜ୍ୟରେ ଆଉ ୨ଦିନ ପଶ୍ଚିମା ଝଡ଼ ପ୍ରଭାବ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, କେନ୍ଦୁଝର, ଭଦ୍ରକ, ଯାଜପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, […]

ଓଡିଶା

କାଳବୈଶାଖୀ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ରାଜ୍ୟ ଉପର ଦେଇ ଯାଇଥିବା ଦକ୍ଷିଣରେ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବାସହ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, […]

ଓଡିଶା

ରାଜ୍ୟ ପ୍ରବାହିତ ହେଉଛି ଉତ୍ତପ୍ତ ଶୁଷ୍କ ବାୟୁ । ଫଳରେ ରାଜଧାନୀ ସମେତ ପ୍ରାୟ ସ୍ଥାନରେ ଦିନସାରା ପାଗ ମେଘୁଆ ରହିବ

ରାଜ୍ୟ ପ୍ରବାହିତ ହେଉଛି ଉତ୍ତପ୍ତ ଶୁଷ୍କ ବାୟୁ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେଉଥିବା ବେଳେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ଅସହ୍ୟ ଗୁଳୁଗୁଳି ହେଉଛି । ଏଥିପାଇଁ ୭ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୭ ଜିଲ୍ଲା ହେଲେ ବୌଦ୍ଧ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା । ଅପରପକ୍ଷେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି […]

ଓଡିଶା

ଆହୁରି ଥରାଇବ ଶୀତ ଲହରୀ !

ଆସନ୍ତା ୩ ଦିନରେ ରାଜ୍ୟର ତାପମାତ୍ରା ପାଖାପାଖି ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଫଳରେ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତ ୪/୫ ଦିନ ହେବ, ରାଜ୍ୟରେ ପଶ୍ଚିମା ଝଡ଼ ଯୋଗୁଁ ପାଗ କୋହଲା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ବି ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ […]