ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ । ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ…
ପ୍ରକାଶ ପାଇଲା ଦଶମ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ ଅଫିସର ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷା ଫଳ ପୁସ୍ତକ ଉନ୍ମୋଚିତ ହୋଇଛି । ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି । ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ […]