“ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନ ସ୍ମୃତି ସନ୍ଧ୍ୟା” ଆୟୋଜିତ
ଗଜପତି (ବିବେକାନନ୍ଦ ବେହେରା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିର ଅଗ୍ରଣୀ ସାଂସ୍କୃତିକ ସଂଗଠନ ପଦାମୃତ ନୃତ୍ୟାୟନ ଦ୍ଵାରା “ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନ ସ୍ମୃତି ସନ୍ଧ୍ୟା” ଆୟୋଜିତ ହୋଇଯାଇଛି । ସ୍ଥାନୀୟ ଟାଉନ ହଲ୍ ପରିସରରେ ଅନୁଷ୍ଠିତ ଏହି ସ୍ମୃତି ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ବିଧାୟକ କେ. ନାରାୟଣ ରାଓ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ, ପୌରାଧକ୍ଷା ନିର୍ମଳା ସେଠୀ, ସମ୍ପାଦକ ଭକ୍ତି ସଙ୍ଗୀତ ସଂସଦ ପୂର୍ଣ୍ଣଚନ୍ଦ୍ର ରଥ, ପୂର୍ବତନ […]