ସଙ୍କଟାପନ୍ନ ଅବସ୍ଥାରେ ଅଭିନେତା ପିଣ୍ଟୁ ନନ୍ଦ, ସାହାଯ୍ୟ ପାଇଁ ନିବେଦନ
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ): ସଙ୍କଟାପନ୍ନ ଅବସ୍ଥାରେ ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ । ଲିଭର ସିରିଓସିସ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ବର ସ୍ଥିତ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପିଣ୍ଟୁ । କିଛିଦିନ ତଳେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତେବେ ତାଙ୍କର ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ଦିଲ୍ଲୀ ନେଇଯିବାକୁ ପରାମର୍ଶ ଦେଇଥିଲେ । ଅପରପକ୍ଷେ ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କାର ଆବଶ୍ୟକ ଥିବାବେଳେ ଏ ନେଇ ପରିବାର ପକ୍ଷରୁ ସାମାଜିକ […]