ଜମ୍ମୁ-କଶ୍ମୀରର ମଙ୍ଗୁଆଳ ପାଇଁ ଫିଟିଲା ବାଟ, ହଟିଲା ରାଷ୍ଟ୍ରପତି ଶାସନ…
ଜମ୍ମୁ-କଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ । ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ନୂଆ ସରକାର ଶାସନ ଆରମ୍ଭ ହେବା ଲାଗି ବାଟ ଫିଟିଛି । ୨୦୧୭ ଜୁନରୁ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରବିବାର ବିଳମ୍ବିତ ରାତିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଥିଲା । ଏହା ପରେ ନୂତନ ସରକାର ଗଠନ ଲାଗି ଓମାର ଅବଦୁଲ୍ଲାଙ୍କ ପାଇଁ ବାଟ ଫିଟିଛି । ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ସରିବା ପରେ ଏବେ ଏଠାରେ ନୂତନ […]