ଦେଶ ବିଦେଶ

ଇତିହାସ ରଚିଲେ ଓମ୍ ବିର୍ଲା…

ଦ୍ୱିତୀୟ ଥର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ୧୮ଦଶ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଛନ୍ତି ଓମ୍‌ ବିର୍ଲା । ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଓମ୍ ବିର୍ଲାଙ୍କୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ରାହୁଲ ଗାନ୍ଧୀ କହିଛନ୍ତି, ଇଣ୍ଡିଆ ମେଣ୍ଟ ଓ ବିରୋଧୀ ଦଳ ତରଫରୁ ମୁଁ ଶୁଭେଚ୍ଛା ଜଣାଇଛି । ଏହି ସଦନ ଭାରତର ଲୋକଙ୍କ ସ୍ୱରକୁ ପ୍ରତିନିଧିତ୍ୱ କରୁଛି ଏବଂ ଆପଣ ସେହି […]

ଓଡିଶା

ଓଡିଶାରେ ଆଜି ପ୍ରଚାର କରିବେ ଶାହା, ନଡ୍ଡା ଏବଂ ରାହୁଲ…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଉ ୩ଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହେବ ବୋଲି ବିଜେପିର ପ୍ରମୁଖ ନେତା ଗ୍ୟାରେଣ୍ଟି ଦେଉଥିବା ବେଳେ ଦଳର ପ୍ରମୁଖ ନେତାଙ୍କ ତୁହାକୁ ତୁହା ନିର୍ବାଚନୀ ପ୍ରଚାର ରାଜନୈତିକ ଉଷ୍ମତାକୁ ବୃଦ୍ଧି କରିଛି । ଏହି ପରିପ୍ରେକ୍ଷୀରେ ଆଜି  ନିର୍ବାଚନ ପ୍ରଚାର ପାଇଁ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏବଂ ବିଜେପି ରାଷ୍ଟ୍ରୀୟ […]