ଓଡିଶା

ଓସେପାର ଡେପୁଟି ଡାଇରେକ୍ଟର ହେଲେ ପ୍ରଦୋଷ କୁମାର ନାୟକ…

ପାରଳାଖେମୁଣ୍ଡି : ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସଭାଗୃହରେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ବଦଳି ଅବସରରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମୋନୋଜ ରଂଜନ ଦଳାଇ ସଭାପତିତ୍ୱ କରିଥିଲାବେଳେ ପୂର୍ବତନ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଯାଜପୁରର ପ୍ରଧାନ ଶିକ୍ଷକ ସାତ୍ମୀକ କୁମାର ପଟ୍ଟନାୟକ ସ୍ୱାଗତ ଭାଷଣ ସହ କାର୍ଯ୍ୟକ୍ରମ ସଂଯୋଜନା […]