ଓଡିଶା କଳା ସଂସ୍କୃତି

ପଦ୍ମବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି

ପୁରୀ, ୧୦/୧ : ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି । ପଦ୍ମଫୁଲରେ ସଜ୍ଜିତ ହେବେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମା ସୁଭଦ୍ରା । ଏଥିପାଇଁ ସୋଲରେ ପଦ୍ମପାଖୁଡା, ହଂସ, ଗଛ, କଦମ୍ବ ଫୁଲରେ କରପଲ୍ଲବ ପ୍ରଭୃତି ପଦ୍ମବେଶ ଶିଳ୍ପୀ ଅତି ନିଖୁଣ ଭାବେ ତିଆରି କରିଛନ୍ତି ଯାହାକୁ ସିଂହାରୀ ସେବକଙ୍କ ଦ୍ୱାରା ଶ୍ରୀଜିଉଙ୍କୁ ବିଭୂଷିତ କରାଯିବ । ମାଘମାସ ଅମାବାସ୍ୟାଠାରୁ ବସନ୍ତ ପଂଚମୀ ମଧ୍ୟରେ ଶନିବାର ବା ମଙ୍ଗଳବାରରେ ଏହି […]