ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ହୋଇପାରନ୍ତି ଶାହବାଜ ଶରିଫ !

ଆଜି ପାକିସ୍ତାନ ବାଛିବ ନୂଆ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଚୟନ ପାଇଁ ନାମାଙ୍କନପତ୍ର ଦାଖଲ କରାଯାଇଛି । ସଂଯୁକ୍ତ ବିରୋଧୀ ଦଳ ପକ୍ଷରୁ PML-N ନେତା ଶାହବାଜ ସରିଫ୍ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଇମ୍ରାନଙ୍କ ପାର୍ଟି ପିଟିଆଇ ପକ୍ଷରୁ ଶାହା ମେହମୁଦ କ୍ୟୁରେସୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି । ତେବେ ବିରୋଧୀ ଦଳ ନେତା ଶାହବାଜ ଶରିଫ ଦେଶର ୨୩ ତମ ପ୍ରଧାନମନ୍ତ୍ରୀ ବନିବା ଏକ ପ୍ରକାର ସ୍ପଷ୍ଟ ହୋଇଛି […]

ଦେଶ ବିଦେଶ

ପାକିସ୍ତାନର ପେଶାୱାରରେ ଥିବା ମସଜିଦରେ ଆତ୍ମଘାତୀ ବିସ୍ଫୋରଣ; ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି

ପାକିସ୍ତାନର ପେଶାୱାରରେ ଥିବା ଗୋଟିଏ ମସଜିଦରେ ଘଟିଛି ଆତ୍ମଘାତୀ ବିସ୍ଫୋରଣ । ଶୁକ୍ରବାର ସମୂହ ନମାଜ ପାଠ ଚାଲିଥିବାବେଳେ ବିସ୍ଫୋରଣ ହେବାରୁ ଘଟଣା ସ୍ଥଳରେ ୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହା ସହ ବିସ୍ଫୋରଣ ଯୋଗୁଁ ୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି । ଅପରପକ୍ଷେ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି । ତେଣୁ ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି । ମିଳିଥିବା ସୂଚନା […]

ଦେଶ ବିଦେଶ

ପାକିସ୍ତାନର କରାଚି ସହରରେ ଭୟଙ୍କର ବିସ୍ଫୋରଣ, ୧୦ ମୃତ

ପାକିସ୍ତାନର କରାଚି ସହରରେ ଭୟଙ୍କର ବିସ୍ଫୋରଣ । ପୁଣି ଅଶାନ୍ତ ହେଲା ପାକିସ୍ତାନର କରାଚୀ ସହର । ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ସୂଚନା । ଏହାସହ ବିସ୍ଫୋରଣରେ ଅନେକ ଲୋକ ଗୁରୁତର ହୋଇଥିବା ମଧ୍ୟ କୁହାଯାଇଛି । କରାଚିର ଶେରଶାହା ଅଞ୍ଚଳରେ ପରଚା ଛକ ଘରୋଇ ବ୍ୟାଙ୍କ ନିକଟରେ ଏହି ବିସ୍ଫୋରଣ ଘଟିଛି । ଏହି ନିଆଁରେ ପୋଡି ହୋଇ ୧୦ ଜଣ ଲୋକ ପ୍ରାଣ ହରାଇଛନ୍ତି ଓ ଅନେକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ […]