ପଞ୍ଚଲିଙ୍ଗେଶ୍ବର ପୀଠର ରୂପାନ୍ତର ପାଇଁ ଖର୍ଚ୍ଚ ହେବ ୧୫ କୋଟି ୫୮ ଲକ୍ଷ ଟଙ୍କା…
ବାଲେଶ୍ବର : ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ହେବ ରୂପାନ୍ତର । ଏଥିପାଇଁ ଖର୍ଚ୍ଚ ହେବ ୧୫ କୋଟି ୫୮ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ଏ ନେଇ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିବାବେଳେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ମଧ୍ୟ ଧନ୍ୟବାଦ ଦିଆଯାଇଛି । ସେପଟେ କଂଗ୍ରେସ କହୁଛି ଅବହେଳିତ ପଞ୍ଚଲିଙ୍ଗେଶ୍ଵର […]