ଓଡିଶା

ରାଜ୍ୟରେ ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ

ପଞ୍ଚାୟତ ନିର୍ବାଚନ ପାଇଁ ଚଳିତଥର ୨ ଲକ୍ଷ ୨୯ ହଜାର ୦୬୨ ଜଣ ପ୍ରାର୍ଥିପତ୍ର ଦାଖଲ କରଛନ୍ତି । ସେମାନଙ୍କ ମଧ୍ୟରୁ ପ୍ରାର୍ଥୀପତ୍ର ଯାଞ୍ଚ ବେଳେ ମାତ୍ର ୮ହଜାର ୬୪୮ ଜଣଙ୍କ ନାମାଙ୍କନ ପତ୍ର କଟିଯାଇଛି । ନାକଚ ହୋଇଥିବା ୮,୬୪୮ ପ୍ରାର୍ଥୀପତ୍ର ମଧ୍ୟରୁ ୧,୭୫୩ ସରପଞ୍ଚ, ୧,୧୧୯ ସମିତି ସଦସ୍ୟ ଏବଂ ୨୩୨ ଜିଲ୍ଲା ପରିଷଦ ପ୍ରାର୍ଥିପତ୍ର ରହିଛି । ଏହା ସହିତ ଦାଖଲ ହୋଇଥିବା ୨ ଲକ୍ଷ ୨୦ ହଜାର ୪୧୪ ଜଣଙ୍କ ପ୍ରାର୍ଥିପତ୍ର […]

ଓଡିଶା

ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେଲା ସାନି ଗାଇଡଲାଇନ

ନିର୍ବାଚନ ପ୍ରଚାର ପାଇଁ ଏସଆରସି ନିଜର ୫ତାରିଖର ନିର୍ଦ୍ଦେଶନାମାକୁ ବଦଳାଇ କରୋନା କଟକଣାକୁ କଠୋର କରିବା ସହ ଆଜି ସାନି ଗାଇଡଲାଇନ୍ ଜାରି କରିଛନ୍ତି । ୫ତାରିଖରେ ଏସଆରସିଙ୍କ ଦ୍ୱାରା ଜାରି ନିର୍ଦ୍ଦେଶରେ ରାଜନୈତିକ କାର୍ଯ୍ୟକ୍ରମ, ରାଲି, ବୈଠକ ଆଦିରେ ସର୍ବାଧିକ ୧୦୦ ଜଣ ଅବା କୋଠରୀରେ ସିଟ୍ କ୍ଷମତାର ୫୦ ପ୍ରତିଶତ ପର୍ଯ୍ୟନ୍ତ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଥିଲା । କିନ୍ତୁ ନିର୍ବାଚନ କମିଶନରଙ୍କ ଚିଠି ପରେ ଏସଆରସି ଆଜି ପୂର୍ବର ଏହି ନିଷ୍ପତ୍ତିକୁ […]

ଓଡିଶା ଟ୍ରେଣ୍ଟିଂ

ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ, ଜାଣନ୍ତୁ କେବେ ହେବ ମତଦାନ ଏବଂ କେବେ ପ୍ରକାଶିତ ହେବ ଫଳାଫଲ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ । ୫ଟି ପର୍ଯ୍ୟାୟରେ ହେବ ଚଳିତ ୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନର ବ୍ୟବଧାନ ରହିବ । ଏ ନେଇ ତାରିଖ ଘୋଷିତ ହୋଇଛି । ଫେବୃୟାରୀ ୧୬, ୧୮, ୨୦ ,୨୨ ଓ ୨୪ରେ ହେବ ନିର୍ବାଚନ । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ । ଏହାପରେ […]