ଓଡିଶା

କାଲିଠୁ ଜମିବ ଶିଶିର ସରସ- ୨୦୨୪

ଭୁବନେଶ୍ୱର, ୫/୧ (ଅଭିଜିତ୍ ସିଂ) : ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମେଳା ଶିଶିର ସରସ- ୨୦୨୪ । ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟା ୩୦ ରୁ ରାତି ୯ ଟା ପର୍ଯ୍ୟନ୍ତ ଚାଲିବ ମେଳା । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନସ୍ଥ ଓରମାସ ଦ୍ବାରା ଆୟୋଜିତ ଏହି ମେଳାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । […]

ଓଡିଶା

ସରପଞ୍ଚଙ୍କ ମାସିକଭତ୍ତା ସର୍ବନିମ୍ନ ୩୦ହଜାର ଟଙ୍କା ଦାବି…

ନୂଆପଡ଼ା : ନୂଆପଡ଼ା ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାକୁ ଅଣଦେଖା କରି ସାମ୍ବିଧାନିକ ବ୍ୟବସ୍ଥାକୁ କ୍ଷୁର୍ଣ୍ଣ କରିବା ପ୍ରତିବାଦରେ ଆଜି ଜିଲ୍ଲା ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଛି । ଏହି ଅବସରରେ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତ୍ରୀ ପ୍ରଧାନଙ୍କୁ ଏକ ୧୩ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ସରପଞ୍ଚ ସଂଘର ଆହ୍ୱାନ କ୍ରମେ ଜିଲ୍ଲାର ମୋଟ ୧୩୧ ପଞ୍ଚାୟତର ସରପଞ୍ଚ ସ୍ଥାନୀୟ ପୋଲିସ ପଡ଼ିଆସ୍ଥିତ […]

ଓଡିଶା

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଶିକ୍ଷାଗତ ଯୋଗ୍ୟତା +୨ ରୁ +୩ କରିବାକୁ ଦାବି

ଗଞ୍ଜାମ : କଳା ବ୍ୟାଜ ପିନ୍ଧି କାର୍ଯ୍ୟରେ ଯୋଗ ଦେଲେ ବେଗୁନିଆପଡା ବ୍ଲକର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକରୀ । ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରାଜ୍ୟ ସଙ୍ଘର ଆହ୍ବାନ୍ କ୍ରମେ କଳା ବ୍ୟାଜ ପିନ୍ଧି କାର୍ଯ୍ୟରେ ଯୋଗ ଦେଇଛନ୍ତି । ସେମାନଙ୍କ ଦାବି ଗୁଡିକ ହେଲା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଶିକ୍ଷାଗତ ଯୋଗ୍ୟତା +୨ ରୁ +୩ କରିବା ଏବଂ ସର୍ବନିମ୍ନ ଦରମା ୨୧,୭୦୦ ଟଙ୍କାରୁ ୩୫,୪୦୦ ଟଙ୍କା କରିବା । […]