ଓଡିଶା

ଚାଲିଛି ଭୋଟ ଗଣତି, ଆଗରେ ରହିଛି ବିଜେଡି

ଆଜିଠୁ ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି । ଆସନ୍ତା ୩ଦିନ ଧରି ପଂଚାୟତ ନିର୍ବାଚନର ଭୋଟଗଣତି ଜାରି ରହିବ । ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି । ତେବେ ବର୍ତ୍ତମାନ ସୁଦ୍ଧା ବିଜେଡି ଆଗରେ ରହିଥିବା ଜଣାପଡିଛି । ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆରମ୍ଭ ହୋଇଛି ଗଣତି । ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି । ପ୍ରତି ଟେବୁଲରେ […]