ଓଡିଶା

ଦୁଇ ଦିନିଆ କେନ୍ଦ୍ରୀୟ ଯୋଜନା ସଚେତନତା କାର୍ଯ୍ୟକ୍ରମ ଉଦଯାପିତ…

ପାରଳାଖେମୁଣ୍ଡି : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଂଚାର କାର୍ଯ୍ୟାଳୟ ବ୍ରହ୍ମପୁର ଶାଖା ତରଫରୁ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଚାଲିଥିବା କେନ୍ଦ୍ର ସରକାରଙ୍କ ୯ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ଏବଂ ପରିବେଶ ସୁରକ୍ଷା ସମ୍ବନ୍ଧୀୟ ମିଶନ ଲାଇଫ୍ ଶୀର୍ଷକ ଏକ ଜନ ସଚେତନତା ଓ ଫଟୋ ଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ସଫଳତାର ସହ ଉଦଯାପିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରଥମ ଦିନରେ […]

ଓଡିଶା

ସଖୀ ୱାନ ଷ୍ଟପ୍ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ…

ପାରଳାଖେମୁଣ୍ଡି : ସଖୀ ୱାନ ଷ୍ଟପ୍ ସେଣ୍ଟର ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀକ ବାଳିକା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ୍ ସେଣ୍ଟରର ନୋଡାଲ ଅଧିକାରୀ ତଥା ମହିଳା ସୁରକ୍ଷା ଅଧିକାରୀ କେ ସୁନିତା ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ୱାନ ଷ୍ଟପ୍ କେନ୍ଦ୍ରର କେନ୍ଦ୍ର ପ୍ରଶାସିକା ସୁନିତା ରଥ ଦିବସ ପାଳନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ସମ୍ୟକ ବିବରଣୀ ପ୍ରଦାନ କରିଥିଲେ […]

ଓଡିଶା

ବିଶ୍ଵଶାନ୍ତି ଦିବସ ପାଳିତ…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ବିଶ୍ଵଶାନ୍ତି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶରେ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ପର୍ଯ୍ୟବେକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ଵାବଧାନରେ ଏକ ରାଲି ଆୟୋଜିତ ହୋଇ ସହର ପରିକ୍ରମା କରିଥିଲା । ପୂର୍ବତନ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଯାଜପୁରର ପ୍ରଧାନ ଶିକ୍ଷକ ସାତ୍ମିକ […]

ଓଡିଶା

ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆମରଣ ଅନଶନରେ ରହିବେ ଉପ କାରାଗାର କର୍ମଚାରୀ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଉପ କାରାଗାରରେ କଳାବ୍ୟାଜ ପରିଧାନ କରି କାର୍ଯ୍ୟ କଲେ ଜେଲ୍ କର୍ମଚାରୀ । ସୂଚନା ଅନୁସାରେ, ଉପ କାରାଗାର କର୍ମଚାରୀ ଗତ ସେପ୍ଟେମ୍ବର ୧୩ ରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ ପରିଧାନ କରି କାର୍ଯ୍ୟରତ ରହିବେ । ସେହି ସମୟ ମଧ୍ୟରେ ଯଦି ସେମାନଙ୍କ ୫ ଦଫା ଦାବି ପୂରଣ ନ କରାଯାଏ ତେବେ ଆସନ୍ତା ୨୫ ରୁ ଉପ କାରାଗାର ସମ୍ମୁଖରେ କଳାବ୍ୟାଜ […]

ଓଡିଶା

ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଗଣପତି ସାବତ ଫାଉଣ୍ଡେସନର ସଭାପତି ବିନୋଦ ଚନ୍ଦ୍ର ସାବତ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିରେ ଅନ୍ୟତମ ମୁଖ୍ୟ ଅତିଥି ଭାବେ ସରସ୍ଵତୀ ଡିଗ୍ରୀ ବିଦ୍ୟାମନ୍ଦିର, ନୀଳକଣ୍ଠ ନଗର (ବ୍ରହ୍ମପୁର) ଅଧ୍ୟକ୍ଷ ଡ. ସୁବ୍ରତ ପାଣିଗ୍ରାହୀ ଉପସ୍ଥିତ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା […]

ଓଡିଶା କଳା ସଂସ୍କୃତି

ପାରଳାରେ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ

ଗଜପତି : ଚଳିତ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ହେବାକୁ ଥିବା ରଥଯାତ୍ରା ପାଇଁ ରଥଖଳା ଏବେ ଚଳଚଞ୍ଚଳ ହୋଇ ଉଠିଛି । ମହାରଣାମାନେ ରଥ ନିର୍ମାଣ କାମ ଜୋରସୋରରେ ଚଳାଇଛନ୍ତି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତିନୋଟି ରଥ ନିର୍ମାଣ ହେବା ସହ ରଥଯାତ୍ରା ମହାଆଡ଼ମ୍ବରରେ ପାଳନ ହେବ । ଏହି ଅବସରରେ ବହୁ ଭକ୍ତଙ୍କ ସମାଗମ ହେବ । ତେବେ ରଥଯାତ୍ରା କମିଟି […]

ଓଡିଶା

ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟରେ କୃଷି ଡ୍ରୋନ ଏବଂ ହାଇବ୍ରିଡ୍ ବିହନ ଅବଗାହନ କୃଷକ ସଭା ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଉପକଣ୍ଠ ଆର୍.ସୀତାପୁରରେ ଥିବା ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟର ଅଡିଟୋରିୟମ ହଲରେ କୃଷି ଡ୍ରୋନ ଏବଂ ହାଇବ୍ରିଡ଼ ବିହନ ଅବଗାହନ ସଭା ଚାଷୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରୋଗ୍ରେସିଭ ଚାଷୀ, ବିହନ ଓ ସାର ବିକ୍ରୟ ଦୋକାନୀ, ସମବାୟ ଡିଲର, କୃଷି ସହ ଜଡ଼ିତ ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ । ଏଥିରେ କମ୍ପାନୀ ତାଙ୍କର ସୁପେରୀଓ ହାଇବ୍ରିଡ୍ ଧାନ (ରୋଇଜ୍ ୧୦୦), ମକା (ଆମେଜ୍ […]

ଓଡିଶା

ସ୍ବଚ୍ଛ ସାଥିଙ୍କୁ ମିଳିଲା ମାଗଣା ସାଇକେଲ

ଗଜପତି (ବିବେକାନନ୍ଦ ବେହେରା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲରେ ଗୋଷ୍ଠୀ ସହଭାଗୀତାର ଉତ୍ସବ ପାଳନ ହୋଇଯାଇଛି । ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରୀଙ୍କ ସହ ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ନଟବର ଗରଡ଼, ବିଭିନ୍ନ ୱାର୍ଡ଼ର କାଉନସିଲର ପ୍ରମୁଖ ଉପସ୍ଥିତ ଥିଲେ । […]

ଓଡିଶା

ଯୁବ ମଞ୍ଚଶିଳ୍ପୀ ଆଦର୍ଶ ଦାସଙ୍କୁ ମିଳିଲା କବିଚନ୍ଦ୍ର କାଳୀଚରଣ ଯୁବ ପ୍ରତିଭା ସମ୍ମାନ

ଗଜପତି: ଓଡ଼ିଆ ନାଟକର ଏନ୍ତୁଡ଼ିଶାଳ ପାରଳାର ଜଣେ ମଞ୍ଚ କଳାକାରଙ୍କୁ ଦୀର୍ଘ ଦୁଇ ଦଶନ୍ଧି ପରେ ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଦ୍ବାରା ଆୟୋଜିତ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନିତ କରାଯାଇଛି । ଯାହାକୁ ନେଇ ଗଜପତି ଜିଲ୍ଲାରେ ଖୁସୀର ଲହରୀ ଖେଳି ଯାଇଛି । ଯୁବ ମଞ୍ଚଶିଳ୍ପୀ ଆଦର୍ଶ ଦାସଙ୍କୁ କବିଚନ୍ଦ୍ର କାଳୀଚରଣ ଯୁବ ପ୍ରତିଭା ସମ୍ମାନ ମିଳିବା ପରେ ସ୍ଥାନୀୟ ରୋଟାରୀ ହଲ୍ ପରିସରରେ ଏକ ବର୍ଣ୍ଣାଢ଼୍ୟ ସମାରୋହରେ […]

ଓଡିଶା

ଦ୍ୱିତୀୟ ଅନ୍ତର୍ଜାତୀୟ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ଟାଉନହଲ୍ ପରିସରରେ ପାରଳାଖେମୁଣ୍ଡିର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡିଶୀ କଳାକେନ୍ଦ୍ର ଦ୍ଵାରା ଦ୍ୱିତୀୟ ଅନ୍ତର୍ଜାତୀୟ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ଆଦର୍ଶ ଦାସ ସଭାପତିତ୍ୱ କରିଥିବା ବେଳେ ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ସଭା ଉଦଘାଟନ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ଆଲୋକ ପ୍ରଧାନ, ସମ୍ମାନୀତ ଅତିଥି […]