ଓଡିଶା

ନୀତି ଆୟୋଗ ବୈଠକରେ ସାମିଲ ହେଲାନି ଓଡିଶା…

ନୂଆଦିଲ୍ଲୀରେ ଆୟୋଜିତ ନୀତି ଆୟୋଗର ଅଷ୍ଟମ ବୈଠକରେ ଯୋଗ ଦେଇନାହିଁ ଓଡ଼ିଶା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନାହାନ୍ତି । ପୂର୍ବରୁ ୮ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗ ଦେଇନଥିବାବେଳେ ଏବେ ନବୀନ ନୀତି ଆୟୋଗ ବୈଠକରେ ଯୋଗ ନ ଦେବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ଧୋର ଧରିଛି । ଅପରପକ୍ଷେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସ୍ପଷ୍ଟୀକରଣ ଦିଆଯାଇନାହିଁ ।  ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, […]