ଓଡିଶା

ପୋଲିସ ଡିଜିଙ୍କ ବିରୋଧରେ ଥାନାରେ ଏଫ୍‌ଆଇଆର୍ !

କୋଦଳା (ବାପୁନି କୁମାର ମାଲୁ): ଗାନ୍ଧୀମାର୍ଗରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଛି ବିଜେପି । ଏ ନେଇ ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ସମସ୍ତ ଥାନାରେ ଏଫ୍‌ଆଇଆର୍ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଓ କୋଦଳା ଥାନାରେ ଥାନା ଅଧିକାରୀଙ୍କୁ ମଧ୍ୟ ଏତଲା ଦେଇଛି ବିଜେପି । ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଉଠିଥିବା ବିବାଦ ଏବେ ନୂଆ ମୋଡ ନେଇଛି । ଲୋୟର ପିଏମଜିରେ ବିଜେପିର […]