ନାରୀଶକ୍ତିଙ୍କୁ ‘ପ୍ରେରଣା ୨୦୨୪’ରେ ସମ୍ମାନିତ
ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ଅଗ୍ରଣୀ ଡିଜିଟାଲ୍ ମିଡ଼ିଆ ନେଟୱାର୍କ ପିପିଏଲ୍ ଓଡ଼ିଆ ତରଫରୁ ପ୍ରେରଣା ୨୦୨୪ ଅୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ସମ୍ବାଦର ସମ୍ପାଦକ ତନୟା ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ତଥା ଶିକ୍ଷାବିତ୍ ଅନସୂୟା ନାଥ, ସମାଜସେବୀ ଶୁଭଶ୍ରୀ ମିଶ୍ର, ଏମ୍ପାୟାର୍ସ ହୋଟେଲର ଉପ ସଭାପତି ସଞ୍ଜୟ […]