ଓଡିଶା

ବ୍ଲକ କାର୍ଯ୍ୟାଳୟରେ ବିଧାୟକଙ୍କ ପ୍ରଥମ ସମୀକ୍ଷା ବୈଠକ…

ବୋଲଗଡ, ୨୨/୦୬ : ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ପ୍ରଦୀପ କୁମାର ସାହୁ ବିଜୟ ଲାଭ କରି ଶପଥ ନେବାପରେ ପ୍ରଥମ ଥର ପାଇଁ ବୋଲଗଡ଼ ଅଞ୍ଚଳକୁ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ବ୍ଲକ ପରିସରରେ ଥିବା ରାଜୀବଗାନ୍ଧୀ ସେବା କେନ୍ଦ୍ରରେ ବିଭିନ୍ନ ଡିପାର୍ଟମେଣ୍ଟର ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷଅଠିତ ହୋଇଯାଇଛି । ବିଶେଷ କରି ଉନ୍ନୟନ ମୂଳକ କାର୍ଯ୍ୟ ହୋଇଥିବା ପ୍ରକଳ୍ପ ଗୁଡିକର ଶୀଘ୍ର ସମ୍ପୂର୍ଣ୍ଣ […]