ଶଙ୍ଖ ଶିବିରରେ ଭାଳେଣି…
ବିଜେଡିରୁ ୧୧ ସରପଞ୍ଚ ଏବଂ ସମିତିସଭ୍ୟଙ୍କ ଇସ୍ତଫା ପରେ ଆଲୋଡନ ସାଲେପୁର, (ଏଫ୍ଟୁଏସ୍/ ଅଭୟ ଜେନା) : ସାଧାରଣ ନିର୍ବାଚନକୁ ଦିନ କେଇଟା ନପୁରୁଣୁ, ଉପକୂଳ ଜିଲ୍ଲାରେ ବିଜେଡିକୁ ପୁଣି ଶକ୍ତ ଧକ୍କା ଲାଗିଛି l ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତିରୁ ୫ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ଇସ୍ତଫା ଘୋଷଣା କରିଥିବା ବେଳେ ସେମାନଙ୍କ ସହିତ ଆହୁରି ୬ ଜଣ ସରପଞ୍ଚ ମଧ୍ୟ ଦଳ ଛାଡିବା ଚର୍ଚ୍ଚାର ବିଷୟ ପାଲଟିଛି l ଦଳ […]