ଓଡିଶା

ମହାମହିମଙ୍କ ଓଡିଶାଗସ୍ତକୁ ନେଇ ତତ୍ପର ଓଡିଶା ପୋଲିସ…

ବ୍ୟୁରୋ ରିପୋର୍ଟ : ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ବିମାନ ବନ୍ଦରରୁ ଓହ୍ଲାଇ ମହାମହିମ ସ୍ୱତନ୍ତ୍ର କାରକେଡରେ ସିଧା ରାଜଭବନ ଯିବେ । ସେଠାରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ । ପରେ ରାଜଭବନଠାରେ […]

ଓଡିଶା

ପୁଣି ଓଡିଶା ଆସୁଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ଗ୍ରସ୍ତ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ..

ଭୁବନେଶ୍ବର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବର ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ମହାମହିମ । ଏହା ସହ ନେତାଜୀ ମ୍ୟୁଜିୟମ ବୁଲି ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।  ଏହାସହ ଏସସିବି ମେଡିକାଲ କଲେଜ ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ପ୍ରଥମ ଥର ପାଇଁ […]

ଦେଶ ବିଦେଶ

ନୂଆ ସଂସଦ ଭବନ ଉଦଘାଟନ ବିବାଦ । ଜନସ୍ୱାର୍ଥ ମାମଲା ଖାରଜ କଲେ ମାନ୍ୟବର ସୁପ୍ରିମକୋର୍ଟ

ନୂଆ ସଂସଦ ଭବନକୁ କିଏ ଉଦଘାଟନ କରିବେ ରାଷ୍ଟ୍ରପତି ନା ପ୍ରଧାନମନ୍ତ୍ରୀ । ଏହାକୁ ନେଇ ରାଜନୈତିକ ବିବାଦ ଦେଖାଦେଇଥିବା ବେଳେ ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଏହି ଜନସ୍ୱାର୍ଥ ମାମଲାକୁ ଖାରଜ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । କୋର୍ଟ କହିଛନ୍ତି ଏଭଳି ମାମଲାର ବିଚାର କରିବା ସୁପ୍ରିମକୋର୍ଟଙ୍କ କାମ ନୁହେଁ । ନୂଆ ସଂସଦ ଭବନ ଉଦଘାଟନୀ ସମାରୋହକୁ ସ୍ମରଣୀୟ କରିବାକୁ ଶାସକ ଦଳ ଜୋରସୋରରେ ଲାଗି ପଡ଼ିଥିବା ବେଳେ ବିପକ୍ଷ ଦଳ […]

ଓଡିଶା

ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ ।

ଓଡିଶାରେ ପହଞ୍ଚିଲେ ମହାମହିମ । ୨ ଦିନିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଚାରିଆଡେ ଉତ୍ସାହ ଲାଗି ରହିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା୫୦ରେ ଏକ  ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ […]

ଓଡିଶା ଦେଶ ବିଦେଶ

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ୍…

ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି । ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ମଙ୍ଗଳବାର ତାଙ୍କ ନାଁ ଘୋଷଣା ହେବାପରେ ଓଡ଼ିଆଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ […]