ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମହାମିହମ ରାଷ୍ଟ୍ରପତି…
ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ତା’ପରେ ରାଷ୍ଟ୍ରପତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ । ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । […]