ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ ।
ଓଡିଶାରେ ପହଞ୍ଚିଲେ ମହାମହିମ । ୨ ଦିନିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଚାରିଆଡେ ଉତ୍ସାହ ଲାଗି ରହିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା୫୦ରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ […]