ଓଡିଶା

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଲେ ପ୍ରଫେସର ଆଶିଷ ଘୋଷ…

ଭୁବନେଶ୍ୱର, (ଏଫ୍ଟୁଏସ୍) : ଭୁବନେଶ୍ୱର ଆଇଆଇଟିର ନିର୍ଦ୍ଦେଶକ ପ୍ରଫେସର ଆଶିଷ ଘୋଷ ୨୦୨୪ ମସିହା ପାଇଁ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଁ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ଏହି ତାଲିକା ସମଗ୍ର ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ଗବେଷଣା ଏବଂ ନିବେଶରେ ଉତ୍କର୍ଷକୁ ଆଲୋକିତ କରିଥାଏ । ପ୍ରଫେସର ଘୋଷ ତାଙ୍କର ଉଲ୍ଲେଖନୀୟ ଗବେଷଣା କାର୍ଯ୍ୟ ଏବଂ ପ୍ରକାଶନକୁ ନେଇ ଏହା ହାସଲ କରିଛନ୍ତି । […]