ଜଗତସିଂହପୁରରେ ମେଡିକାଲ କଲେଜ ଖୋଲିବା ଦାବିରେ ଗଣଧାରଣା…
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଦାବିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ଆୟୋଜିତ ଏହି ଗଣଧାରଣାର ନେତୃତ୍ୱ ନେଇଛନ୍ତି ବିଶିଷ୍ଟ ସମାଜସେବୀ ତଥା ଆଇନଜୀବୀ ବାସୁଦେବ । ଜଗତସିଂହପୁର ଜିଲ୍ଲା ସଦର ମହକୁମାରେ ବ୍ୟାପକ ସରକାରୀ ସ୍ଥାନ ରହିଥିବାବେଳେ ଏଠାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ଦିଆଯାଇଛି । ଏହା ସହିତ ଜିଲ୍ଲା ମୁଖ୍ୟ […]