ଓଡିଶା

ପୁଣି ଖୋଲିବ ରତ୍ନ ଭଣ୍ଡାର, ସକାଳ ୮ଟାରୁ ମନ୍ଦିର ପ୍ରବେଶ କଟକଣା…

ବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ : ଆସନ୍ତା ଜୁଲାଇ ୧୮ ତାରିଖ ଅର୍ଥାତ ଗୁରୁବାର ପୁଣି ଖୋଲାଯିବ ରନôଭଣ୍ଡାର । ରନôଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ । ସେ କହିଛନ୍ତି, ଗୁରୁବାର ଦିନ ପୁଣିଥରେ ରତ୍ନଭଣ୍ଡାର ଖୋଲାଯିବ । ସକାଳ ୯ଟା ୫୧ରୁ ୧୨.୧୫ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରାଯିବ । ଏ ନେଇ ଶୁଭବେଳା ଧାର୍ଯ୍ୟ ହେଇଛି । ଏହି ସମୟରେ […]

ଓଡିଶା କଳା ସଂସ୍କୃତି

ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ ଜଗନ୍ନାଥ…

ପୁରୀ : ଆଜି ହେଉଛି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରାର ଅନ୍ତିମ ପର୍ବ । ଶ୍ରୀକ୍ଷେତ୍ରରେ ଆଜି ନୀଳାଦ୍ରି ବିଜେ । ନବଦିନାତ୍ମକ ଲୀଳାଖେଳା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଗୋଟି ପହଣ୍ଡିରେ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ରତ୍ନ ସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତ । ସେଥିପାଇଁ ସେବାୟତଙ୍କ ସହ ସମନ୍ୱୟ ରକ୍ଷା କରି ନୀତିକାନ୍ତି ମଧ୍ୟ ଚୂଡ଼ାନ୍ତ ହୋଇଛି । ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ, ମଇଲମ, ସକାଳ ଧୂପ, […]