ଓଡିଶା କଳା ସଂସ୍କୃତି

ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ ଜଗନ୍ନାଥ…

ପୁରୀ : ଆଜି ହେଉଛି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରାର ଅନ୍ତିମ ପର୍ବ । ଶ୍ରୀକ୍ଷେତ୍ରରେ ଆଜି ନୀଳାଦ୍ରି ବିଜେ । ନବଦିନାତ୍ମକ ଲୀଳାଖେଳା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଗୋଟି ପହଣ୍ଡିରେ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ରତ୍ନ ସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତ । ସେଥିପାଇଁ ସେବାୟତଙ୍କ ସହ ସମନ୍ୱୟ ରକ୍ଷା କରି ନୀତିକାନ୍ତି ମଧ୍ୟ ଚୂଡ଼ାନ୍ତ ହୋଇଛି । ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ, ମଇଲମ, ସକାଳ ଧୂପ, […]