ଓଡିଶା

ପଂଚୁକ ପାଇଁ ଚଳଚଂଚଳ ଶ୍ରୀମନ୍ଦିର; ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…

ପୁରୀ, ୨୩/୧୧ : ଗୁରୁବାରଠାରୁ ଆରମ୍ଭ ହୋଇଛି କାର୍ତିକ ମାସର ପୁଣ୍ୟ ପର୍ବ ପଂଚୁକ । ଯେଉଁମାନେ ମାସକ ଯାକ କାର୍ତିକ ବ୍ରତ କରି ନଥାନ୍ତି ସେହିମାନେ ଏହି ପଂଚୁକ ପାଂଚଦିନ ନିଷ୍ଠାର ସହ ବ୍ରତ ପାଳନ କଲେ ସମପରିମାଣର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ପଂଚୁକ ପାଂଚ ଦିନରେ ଦାରୁ ଦେବତାଙ୍କର ୫ଟି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି ।ପଂଚୁକର ପ୍ରଥମ ଦିନ ଅର୍ଥାତ୍ ଗୁରୁବାର ବଡ଼ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ […]

ଓଡିଶା

ଶ୍ରୀମନ୍ଦିର ପାଇଁ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ…

ପୁରୀ, ୧୪ ନଭେମ୍ବର : ଶ୍ରୀମନ୍ଦିର ପାଇଁ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ । ପାନ, ଗୁଟଖାକୁ ବ୍ୟାନ କରିଛି ଶ୍ରୀମନ୍ଦିର ପ୍ରଶାସନ । ବରାହ ପୁରାଣ ଆଧାରରେ କଟକଣା ଲଗାଯାଇଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ରଞ୍ଜନ ଦାସ । ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ଡ୍ରେସ୍ କୋର୍ଡ ଭଳି ପାନ, ଗୁଟଖାକୁ ସମ୍ପୂର୍ଣ୍ଣ ନିଷେଧ କରାଯିବ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏ ନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ […]

ଓଡିଶା କଳା ସଂସ୍କୃତି

ଶ୍ରୀକ୍ଷେତ୍ର ପୁରୀର ଅନନ୍ୟ ପରମ୍ପରା ଗୋଶାଣୀ ମେଳଣ

ଶ୍ରୀକ୍ଷେତ୍ର ପୁରୀରେ ଶାରଦୀୟ ଉତ୍ସବ ପାରମ୍ପରିକ ରୀତିରେ ସମ୍ପର୍ଣ୍ଣ ହୋଇଥାଏ। ଦଶହରା ପରଦିନ ଏଠାରେ ଗୋଶାଣୀ ମେଳଣ ଅନୁଷ୍ଠିତ ହୋଇଥାଏ। ଶାରଦୀୟ ପାର୍ବଣର ଶେଷ ଦିନରେ ସଂଗଠିତ ଏହି ଦିବ୍ୟ ମେଳଣରେ ପ୍ରଦର୍ଶିତ ବିବିଧ ପ୍ରତିମା ସମ୍ପୂର୍ଣ୍ଣ ପାରମ୍ପରିକ ଶୈଳୀରେ ସ୍ଥାନୀୟ ଶିଳ୍ପୀମାନଙ୍କ ଦ୍ୱାରା ନିର୍ମିତ ହୋଇଥାଏ।ଏଥିରେ ମୁଖ୍ୟତଃ ପ୍ରତିମା ଗଠନରେ ମୂର୍ତ୍ତିକାର, ଚିତ୍ରକାର ଓ ଜଡ଼ଉତ ବା ଅଳଙ୍କରଣ ପାଇଁ ସୋଲ ଶିଳ୍ପୀଙ୍କ ଅବଦାନ ରହିଥାଏ । ଅଧିକାଂଶ ପ୍ରତିମା ଗଠନରେ ମୂର୍ତ୍ତି ଓ ଚିତ୍ରଣ […]

ଓଡିଶା କଳା ସଂସ୍କୃତି

ଆଜି ମା’ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ

ଆଜି ମହାବାହୁଙ୍କ ନୀଳାଦ୍ରି ବିଜେ । ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’ । ନବଦିନାତ୍ମକ ଯାତ୍ରା ସାରି ନୀଳକନ୍ଦରକୁ ବାହୁଡିବେ ଚତୁର୍ଦ୍ଧା ମୂରତି । ନବଦିନାତ୍ମକ ଯାତ୍ରା ସମୟରେ ମହାପ୍ରଭୁ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନେଇ ନ ଥିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଅଭିମାନ କରିଥାନ୍ତି ମା’ ମହାଲକ୍ଷ୍ମୀ । ତେଣୁ ମା’ଙ୍କର ଅଭିମାନକୁ ଭଙ୍ଗ କରିବାକୁ ପାଟ ଶାଢୀ ସହ ରସଗୋଲା ଦେଇ ମାନଭଞ୍ଜନ କରନ୍ତି ମହାପ୍ରଭୁ । ଏହାପରେ ମହାପ୍ରଭୁ ବଡ ଦେଉଲ ଭିତରକୁ […]