କୃଷ୍ଣପ୍ରସାଦରେ ବିରାଟ ଜନସଭାକୁ ସମ୍ବୋଧିତ କରିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…
ରାଜ୍ୟରେ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମଇଦାନରେ କେନ୍ଦ୍ରୀୟ ନେତୃତ୍ବଙ୍କ ପ୍ରଚାର ସେତିକି ଜୋରଦାର ହେବାରେ ଲାଗିଛି । କ୍ୟାମ୍ପେନ୍ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ପୁରୀ ଲୋକସଭା କ୍ଷେତ୍ରରେ ଆଜି ପ୍ରଚାର କରିବେ ବିଜେପିର ଷ୍ଟାର କ୍ୟାମ୍ପେନର ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ସୂଚନା ଅନୁସାରେ ମଧ୍ୟାହ୍ନ ୧୨ଟା ୧୦ ମିନିଟରେ ଗଡକରୀ ଭୁବନେଶ୍ୱର […]