ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କ ଉପରେ ଆସ୍ଥା ପ୍ରକଟ କଲା ବିଜେପି
ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦଳ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ଉପରେ ଆସ୍ଥା ପ୍ରକଟ କରିଛି । ତାଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ଆଉ ଏହାସହ ପ୍ରଥମ ଦଳ ଭାବେ ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ନାଁ ଘୋଷଣା କରିଛି ବିଜେପି । ପୂର୍ବରୁ ବ୍ରଜରାଜନଗରରୁ ବିଧାୟିକା ରହି ସାରିଛନ୍ତି ରାଧାରାଣୀ । ତେବେ ଗତ ୨୦୧୯ ନିର୍ବାଚନରେ ବିଜେପିର ହାୱା ଥିବା ସତ୍ତ୍ବେ […]