ଓଡ଼ିଶାରୁ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ୍…
ଓଡ଼ିଶାରୁ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ ଭର୍ଚୁଆଲ୍ ମୋଡରେ କରିଛନ୍ତି । ଆଜି ଦେଶରେ ମୋଟ ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ମୋଦି । ସେଥିମଧ୍ୟରେ ଦେଓଘର-ବାରଣାସୀ, ଭାଗଲପୁର-ହାୱଡ଼ା, ଟାଟାନଗର-ପାଟନା ଏବଂ ଗୟା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ରହିଛି। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼, […]