ରେଳ ଦୁର୍ଘଟଣା, ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍ଚ୍ୟୁତ୍, ଦୁଇ ମୃତ
ଆଜି ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍ଚ୍ୟୁତ୍ ହୋଇଛି । ଫଳରେ ଟ୍ରେନର ୧୮ଟି କୋଚ୍ ଲାଇନଚ୍ୟୁତ ହୋଇ ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଏନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଚକ୍ରଧରପୁର ଡିଭିଜନ୍ର ରାଜଖରସୁଆଁରୁ ୭ କିମି ଦୂରରେ ଥିବା ବରାବାମ୍ବୋ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ଯୋଗୁଁ ଟ୍ରେନ୍ର ୧୮ଟି […]