ଓଡିଶା ଟ୍ରେଣ୍ଟିଂ

ଦଳବିରୋଧୀ କାମ ପାଇଁ ଦଳରୁ ରାଜୁଙ୍କୁ ଆଉଟ୍

ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ । ଦଳବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଧାମନଗର ଉପ-ନିର୍ବାଚନରେ ଦଳୀୟ ଟିକେଟ ନ ମିଳିବା ପରେ ରାଜୁ ଦାସ ସ୍ୱାଧୀନ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଛନ୍ତି । ଦଳର ମୁଖିଆଙ୍କ ନିଷ୍ପତ୍ତି ବିରୋଧରେ ଯାଇ ସେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବାରୁ ଏହାକୁ ଦଳବିରୋଧୀ କାର୍ଯ୍ୟ ଭାବେ ଗ୍ରହଣ କରାଯାଇଛି । ଯେଉଁଥିପାଇଁ ତାଙ୍କ ବିରୋଧରେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ […]