ଭାରତ-ଚୀନ ସୀମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଘାଟି ତଳକୁ ଖସିଲା ସେନା ଗାଡି
ଭାରତ-ଚୀନ ସୀମାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରତୀୟ ସେନାର ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣ ଯବାନଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହା ସହ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ବୟାନ ଜାରି କରାଯାଇଛି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ […]