ଓଡିଶା

ବିଜେଡ଼ିରୁ ଇସ୍ତଫା ଦେଲେ ବିଧାୟକ ରମେଶ ଚନ୍ଦ୍ର ସାଏ…

ଆଠମଲ୍ଲିକ, ୫/୪ : ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ବିଜେଡ଼ିରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ୨୦୧୯ ସାଧାରଣ ନିର୍ବାଚନରେ ସେ ଆଠମଲ୍ଲିକ ଆସନରୁ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଭାଗିରଥି ପ୍ରଧାନଙ୍କୁ ୪୭ ହଜାରରୁ ଅଧିକ ଭୋଟରେ ହରାଇ ବିଧାୟକ ଭାବେ ବିଜୟୀ […]

ଓଡିଶା

ସହାୟତା ବଂଟନ ଶିବିରରେ ସହାୟତା ରାଶି ବାଂଟିଲେ ଆଠମଲ୍ଲିକ ବିଧାୟକ…

ଆଠମଲ୍ଲିକ, ୧୬ ନଭେମ୍ବର : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ର, କିଶୋରନଗର ବ୍ଲକ ଅନ୍ତର୍ଗତ ଧଉରାପାଲି ପଂଚାୟତର ନୂତନ କଲ୍ୟାଣ ମଣ୍ଡପରେ ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ ସୌଜନ୍ୟରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ କଲ୍ୟାଣ ବୋର୍ଡ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଂଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍ଘାଟନ […]