ଓଡିଶା

ରାଣୀ ମା’ଙ୍କ ଜନ୍ମ ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ବେଗୁନିଆପଡା : ଖଲିକୋଟ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କ ୮୬ ତମ ଜନ୍ମ ଦିବସ ଉପଲକ୍ଷେ ଏସ୍. ଛଚିନାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ରାଜ୍ୟ କାଜୁ ନିଗମ ଅଧକ୍ଷ ସୁବାସ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ […]