ଓଡିଶା

ତୃତୀୟ ଶ୍ରୀକ୍ଷେତ୍ର ରଥଯାତ୍ରା ପ୍ରସ୍ତୁତି ବୈଠକରେ ଅନୁପସ୍ଥିତ ରହିଲେ ସିଡିପିଓ

ନୀଳଗିରି: ତୃତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ବାଲେଶ୍ଵର ଜିଲ୍ଲାର ନୀଳଗିରି । ଏ ନେଇ ତୃତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକ ଉପଜିଲାପାଳ ମନ୍ଦରଧର ମହାଳିକଙ୍କ ଅଧ୍ୟକ୍ଷତାରେ ନୀଳଗିରି ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଧାୟକ, ସାଂସଦ, ଠାକୁର ମାହାଲର ସଭାପତି, ଜିଲ୍ଲା ପରିଷଦ ସଭ୍ୟ, ବ୍ଲକ୍ ଅଧ୍ୟକ୍ଷା, ଏନଏସି ଅଧ୍ୟକ୍ଷା, ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଅପରପକ୍ଷେ କାର୍ଯ୍ୟକ୍ରମରେ […]