ଓଡିଶା କଳା ସଂସ୍କୃତି

୫ ଦଶନ୍ଧି ପରେ ଖୋଲିଲା ଭିତର ଭଣ୍ଡାର…

ବ୍ୟୁରୋ, (ଏଫ୍ଟୁଏସ୍) ୧ ୮/୦୭ : ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର । ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ବାହାର କରାଯାଇ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ନିଆଯିବ । ବାହାର ଭଣ୍ଡାର ପରେ ଭିତର ରତ୍ନଭଣ୍ଡାରରେ ପ୍ରବେଶ କରିଛନ୍ତି ୧୧ ଜଣିଆ ସ୍ୱତନ୍ତ୍ର ଟିମ୍ । ବାହାରେ ପ୍ରଥମେ ଲୋକନାଥ ମହାପ୍ରଭୁଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ଜଉମୁଦ […]

ଓଡିଶା

ପୁଣି ଖୋଲିବ ରତ୍ନ ଭଣ୍ଡାର, ସକାଳ ୮ଟାରୁ ମନ୍ଦିର ପ୍ରବେଶ କଟକଣା…

ବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ : ଆସନ୍ତା ଜୁଲାଇ ୧୮ ତାରିଖ ଅର୍ଥାତ ଗୁରୁବାର ପୁଣି ଖୋଲାଯିବ ରନôଭଣ୍ଡାର । ରନôଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ । ସେ କହିଛନ୍ତି, ଗୁରୁବାର ଦିନ ପୁଣିଥରେ ରତ୍ନଭଣ୍ଡାର ଖୋଲାଯିବ । ସକାଳ ୯ଟା ୫୧ରୁ ୧୨.୧୫ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରାଯିବ । ଏ ନେଇ ଶୁଭବେଳା ଧାର୍ଯ୍ୟ ହେଇଛି । ଏହି ସମୟରେ […]

ଓଡିଶା କଳା ସଂସ୍କୃତି

ଖୋଲୁଛି ରତ୍ନ ଭଣ୍ଡାର…

ଆଜି ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲାଗଲା ରତ୍ନଭଣ୍ଡାର । ଲୋକନାଥଙ୍କୁ ପୂଜା କରି ପ୍ରବେଶ କଲେ ଟିମ୍ । ଭିତର ରତ୍ନଭଣ୍ଡାର ଚାବି ଫିଟାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ସ୍ୱତନ୍ତ୍ର ପୋଷାକରେ ଭଣ୍ଡାର ଭିତରକୁ ଯାଇଛନ୍ତି ଟିମ୍ । ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ।  ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି ୧୧ ଜଣ ସଦସ୍ୟ । ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଗଜପତି ମହାରାଜାଙ୍କ […]