୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ…
ନୀଳଗିରି, ୧୦/୧ (ସଚିଦାନଁଦ ପାତ୍ର) : ଦେଶ ପାଳନ କରିବାକୁ ଯାଉଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଏ ନେଇ ନୀଳଗିରି ବ୍ଳକ ସମ୍ମିଳନୀ କକ୍ଷରେ ସହକାରୀ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ରଣାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋବର୍ଦ୍ଧନ ବିଶ୍ୱାଳ ଉପସ୍ଥିତ ସଦସ୍ୟ ସଦସ୍ୟାଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇ ପୂର୍ବବର୍ଷର ବିବରଣୀ ପାଠ କରିଥିଲେ । ଉକ୍ତ ବୈଠକରେ ତହସିଲଦାର ଦୀପ୍ତିମୟୀ ବେହେରା, […]