ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ ଦେବାଶିଷ ମାଝୀ
ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅନ୍ତର୍ଗତ କେ ବରିଡ଼ା ଆର୍ ଆଇ ଦେବାଶିଷ ମାଝୀ ୫୫ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗରେ ଧରା ପଡିଥିବା ସୂଚନା ମିଳିଛି । ଅଭିଯୋଗ ଆଧାରରେ ବୁଧବାର ବ୍ରହ୍ମପୁର ଭିଜିଲାନ୍ସ ଟିମ୍ କେ ବରିଡ଼ାରେ ସଂପୃକ୍ତ ଆର୍ ଆଇଙ୍କୁ ରେଡ୍ ହ୍ୟାଣ୍ଡ ଧରିଛନ୍ତି । କେ ବରିଡ଼ା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସୂଚନା ମୁତାବକ, ପୂର୍ବରୁ […]