ଓଡିଶା

ସଖୀ ୱାନ ଷ୍ଟପ୍ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ…

ପାରଳାଖେମୁଣ୍ଡି : ସଖୀ ୱାନ ଷ୍ଟପ୍ ସେଣ୍ଟର ଓ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀକ ବାଳିକା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ୍ ସେଣ୍ଟରର ନୋଡାଲ ଅଧିକାରୀ ତଥା ମହିଳା ସୁରକ୍ଷା ଅଧିକାରୀ କେ ସୁନିତା ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ୱାନ ଷ୍ଟପ୍ କେନ୍ଦ୍ରର କେନ୍ଦ୍ର ପ୍ରଶାସିକା ସୁନିତା ରଥ ଦିବସ ପାଳନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ସମ୍ୟକ ବିବରଣୀ ପ୍ରଦାନ କରିଥିଲେ […]