ଓଡିଶା କଳା ସଂସ୍କୃତି

ଉତ୍ସବମୁଖର ପଶ୍ଚିମ ଓଡିଶା…

ନୂଆଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ପାଖରେ ନିର୍ଦ୍ଧାରିତ ସମୟ ସକାଳ ୯ଟା୧୨ରୁ ୯ଟା୨୭ ମଧ୍ୟରେ ନବାନ୍ନ ଲାଗି ହୋଇଛି । ସେହିପରି ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ନିକଟରେ ମଧ୍ୟ ନିର୍ଦ୍ଧାରିତ ସମୟରେ ଲାଗି ହୋଇଛି ନବାନ୍ନ । ଏହି ସମୟରେ ଢୋଲ, ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଏଥିଲାଗି ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇଛି ।  ଏହାସହ ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ […]

ଓଡିଶା

ସମ୍ବଲପୁରରେ ଶ୍ରମିକଙ୍କ ପାଇଁ ୫୦୦ ବେଡ୍ ବିଶିଷ୍ଟ ହସ୍ପିଟାଲ ସହ ମେଡିକାଲ କଲେଜ କରିବ ଭାଜାପା ସରକାର : ଶାହା

ଆଜି ସମ୍ବଲପୁର ଅଇଁଠାପାଲିରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଜନସଭାକୁ ସମ୍ବୋଧିତ କରିବା ସହ ସେ ରାଜ୍ୟର ବିଜେଡି ସରକାରଙ୍କୁ ଟାର୍ଗେଟ କରିବା କ୍ରମରେ ଅନେକ ଗୁରୁତ୍ୱପୂର୍ଣ୍ଣୟ ପ୍ରସଙ୍ଗ ଉଠାଇଛନ୍ତି । ଶାହ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ ନେଇ କହିଛନ୍ତି, ନବୀନ ଓଡିଶା ଉପରେ ‘ବାବୁସାହି’ ଲଦି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଓଡିଶା ଜନତାଙ୍କର ଅପମାନ କରିଛନ୍ତି । ନବୀନ ଓଡିଶା ସଂସ୍କୃତି, ଅସ୍ମିତା ଓ ଓଡିଆ […]

ଓଡିଶା

ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ସେ ସମ୍ବଲପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ଭରିଛନ୍ତି । ଏହି ସମୟରେ ଦଳୀୟ ବିଧାୟକ ପ୍ରାର୍ଥୀ ଓ ଦଳର କିଛି ବରିଷ୍ଠ ନେତା ଉପସ୍ଥିତ ଥିଲେ । ଗତକାଲି ଧର୍ମେନ୍ଦ୍ରଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିବା ବିଜେଡିରୁ ପ୍ରଣବ ପ୍ରକାଶ ଦାସ ନାମାଙ୍କନ ଦାଖଲ କରିଥିଲେ […]

ଓଡିଶା

ବର୍ଷା ପରେ ଛତିଶଗଡର ମନମାନି । ହୀରାକୁଦକୁ ପଶୁଛି ୭୯ ହଜାର କ୍ୟୁସେକ୍ ପାଣି

ସମ୍ବଲପୁର : ପୁଣି ଛତିଶଗଡ଼ ତାର ମନମାନି ଦେଖାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଛତିଶଗଡ଼ କଲମା ବ୍ୟାରେଜର ୬୪ଟି ଗେଟ୍ ଖୋଲି ଦେଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି । ହୀରାକୁଦ ଜଳଭଣ୍ଡାରକୁ ପ୍ରାୟ ୭୯ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି । ତେବେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୩. ୬୭ ଫୁଟ୍ ପାର କରିଛି । ପ୍ରତିବର୍ଷ ମୌସୁମୀ ସମୟରେ ଛତିଶଗଡ଼ ଏଭଳି ମନମାନି କରିଥାଏ […]

ଓଡିଶା

ସମ୍ବଲପୁରର ୬ଟି ଥାନା ଅଞ୍ଚଳରେ ଜାରି ହେଲା କର୍ଫ୍ୟୁ । ଆଉ ଦୁଇ ଦିନ ଇଣ୍ଟରନେଟ୍ ସେବା ବନ୍ଦ

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଏବେ ଉଗ୍ର ରୂପ ଧାରଣ କରିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ସମ୍ବଲପୁରର ୬ଟି ଥାନା ଅଞ୍ଚଳ ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର, ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି । ଏପରିକି କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ଅପରପକ୍ଷେ ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ […]

ଓଡିଶା

ସ୍ବାଭାବିକ ହେଉଛି ସମ୍ବଲପୁର କୋର୍ଟ, ଲୋକେ ଆଶ୍ୱସ୍ତି

ସମ୍ବଲପୁର: ଦୀର୍ଘଦିନର ଅଚଳାବସ୍ଥା ପରେ ଆଜିଠାରୁ ଚଳଚଞ୍ଚଳ ହୋଇଛି ସମ୍ବଲପୁର କୋର୍ଟ । ସମ୍ବଲପୁର ଓକିଲ ସଂଘ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାସହ ଆନୁଷ୍ଠାନିକ ଭାବେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । କଚେରୀ ପରିସରରେ ଲାଗୁ ହୋଇଥିବା ୧୪୪ ଧାରାକୁ ହଟାଇ ଦିଆଯାଇଥିବା ବେଳେ ଫୋର୍ସ ବି ପ୍ରତ୍ୟାହାର କରି ନିଆଯାଇଛି । ମାତ୍ର କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ କିଛି ପୁଲିସ୍‌ କର୍ମୀ ସମ୍ବଲପୁର କୋର୍ଟରେ ମୁତୟନ ହୋଇଛନ୍ତି । ଗତ […]

ଓଡିଶା କଳା ସଂସ୍କୃତି

ପିତୃପୁରୁଷଙ୍କୁ ଶ୍ରାଦ୍ଧ କଲା ପରେ ଗଙ୍ଗା ଦର୍ଶନ ଅନିବାର୍ଯ୍ୟ । ମାତ୍ର ମା’ଙ୍କୁ ଧବଳମୁଖୀ ବେଶରେ ଦର୍ଶନ କଲେ ତାହା ଗଙ୍ଗା ଦର୍ଶନ ବୋଲି ମଣାଯାଏ

ଆଜି ପବିତ୍ର ମହାଳୟା । ପିତୃ ତର୍ପଣର ଅନ୍ତିମ ଦିବସ । ଏହି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀ । ବର୍ଷର ଅନ୍ୟଦିନ ଗୁଡିକରେ ମା’ ସିନ୍ଦୁର ବର୍ଣ୍ଣ ରୂପରେ ଦର୍ଶନ ଦେଉଥିବା ବେଳେ ମହାଳୟାରେ ଶ୍ୱେତବର୍ଣ୍ଣା ବା ଧବଳମୁଖୀ ବେଶରେ ଦର୍ଶନ ଦେଇଥାନ୍ତି । ବର୍ଷକରେ ଗୋଟିଏ ଥର ମାଆଙ୍କର ଏହି ବିରଳ ବେଶ ଦର୍ଶନ ପାଇଁ  ରାଜ୍ୟ ଓ ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁଙ୍କର […]

ଓଡିଶା

ହୀରାକୁଦ ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ; ବଡ ବନ୍ୟା ଆଶଙ୍କା କରୁଛି ରାଜ୍ୟ

ହୀରାକୁଦ ଡ୍ୟାମର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପୁଣିଥରେ ସୃଷ୍ଟି ହୋଇ ପ୍ରଶ୍ନବାଚୀ । ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ ଥିବା ନେଇ ରିପୋର୍ଟ ପରେ ଏହା ଚର୍ଚ୍ଚାର ପରିସର ଭୁକ୍ତ ହୋଇଛି । ଡ୍ୟାମର ସୁରକ୍ଷାକୁ ନେଇ ଚିଫ୍ ଇଞ୍ଜିନିୟରଙ୍କ ରିପୋର୍ଟ ତଲବ ହୋଇଛି । ହୀରାକୁଦ ସ୍ପିଲୱେ ଫାଟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଡ୍ୟାମ ସେଫ୍ଟି ଚିଫ୍ ଇଂଜିନିୟର । ଏହି ଫାଟ ଚିନ୍ତାର ବିଷୟ ଏବଂ ଏହାକୁ ଅନୁଧ୍ୟାନକୁ ନିଆଯିବାର ଆବଶ୍ୟକତା […]

ଓଡିଶା

ଯୁବକଙ୍କ ଉନ୍ମତକାଣ୍ଡ, କଟାମୁଣ୍ଡ ଧରି ଗାଁ ବୁଲିଲା ହତ୍ୟାକାରୀ

ଯୁବକଙ୍କ ଉନ୍ମତକାଣ୍ଡ । ଶିଶୁ କନ୍ୟାକୁ ହତ୍ୟା କରିବା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର କୁଚିଣ୍ଡା ଜମନକିରା ଥାନା ଅନ୍ତର୍ଗତ କସଡ଼ା ଗାଁରେ । ପୋଲିସ ଅଭିଯୁକ୍ତ ଯୁବକ ପ୍ରଶାନ୍ତ ବଗାରଙ୍କୁ ଅଟକ ରଖି ପଚରାଉଚରା କରୁଛି । ମୃତ ଶିଶୁକନ୍ୟା ଜଣଙ୍କ ହେଲେ ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ପ୍ରଜାଲିନ । ମିଳିଥିବା ସୂଚନା ଅନୁସାରେ, ପରିବାର ଲୋକେ ମହୁଲ ଗୋଟାଇବାକୁ […]

ଓଡିଶା ଦେଶ ବିଦେଶ

ଆଜି ସ୍ୱାଧୀନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ; ଇଂରେଜ ଶାସନ ଓ ବିଦେଶୀ ସାମ୍ରାଜ୍ୟବାଦ ବିରୋଧରେ ଆରମ୍ଭ କରିଥିଲେ ବିଦ୍ରୋହ ଓ ସଶସ୍ତ୍ର ସଂଘର୍ଷ- ‘ଉଲଗୁଲାନ୍‌’

ଆଜି ହେଉଛି ସ୍ୱାଧୀନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ୧୮୦୯ ମସିହା ଜାନୁଆରୀ ୨୩ରେ ସମ୍ବଲପୁର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ବୀର ସୁରେନ୍ଦ୍ର ସାଏ । ପଶ୍ଚିମ ଓଡିଶାରୁ ବ୍ରିଟିଶ ସରକାରଙ୍କ ପତନ କରିବା ଲାଗି ସେ ଉଲ୍ଲେଖନୀୟ ଅବଦାନ ଗ୍ରହଣ କରିଥିଲେ । ଇଂରେଜ ମାନଙ୍କ ବିରୋଧରେ ତାଙ୍କର ସଶସ୍ତ୍ର ବିପ୍ଳବ ଓ ବୀରତ୍ୱକୁ ଆଜି ବି ସାରା ଦେଶ ମନେ ପକାଉଛି । ୧୮୫୭ ସିପାହୀ ବିଦ୍ରୋହ ପୂର୍ବରୁ […]