ଓଡିଶା

ସରିଲା ମାତୃଭାଷା ପରୀକ୍ଷା

ବେଗୁନିଆପଡା (ବାପୁନି କୁମାର ମାଲୁ): ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ମାଟ୍ରିକ ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିଛି । ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଜନତା ନୋଡାଲ୍ ଉଚ୍ଚ ବିଦ୍ୟାଳୟରେ ଶାନ୍ତି ଶୃଙ୍ଖଳାର ସହ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୪ ଟି ବିଦ୍ୟାଳୟରୁ ମୋଟ ୨୫୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା […]