ଆସନ୍ତାକାଲିଠାରୁ ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା
ଆସନ୍ତାକାଲିଠାରୁ ଆରମ୍ଭ ହେବ ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା । ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରଥମ ୩ ଦିନ ୨ଟି ସିଟିଂ ହେବ ଥିଓରୀ ପରୀକ୍ଷା । ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ ପରୀକ୍ଷା କରାଯିବ । ପରୀକ୍ଷା ପାଇଁ ୩ ହଜାର ୯୩ କେନ୍ଦ୍ର କରାଯାଇଥିବା ବେଳେ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି । ସେଥିମଧ୍ୟରୁ ୨୨ଟି ଥାନାରେ ରଖାଯାଇଛି ପ୍ରଶ୍ନପତ୍ର […]