ଅବସରପ୍ରାପ୍ତ ଶିକ୍ଷଙ୍କୁ ସମ୍ବର୍ଦ୍ଧିତ କଲେ ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ
ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅବସରପ୍ରାପ୍ତ ସରକାରୀ ଶିକ୍ଷକ ଦାମୋଦର ଜେନାଙ୍କୁ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ, ପୁଷ୍ପଗୁଚ୍ଛ ଏବଂ ଶ୍ରୀଫଳ ଦେଇ ସମ୍ବର୍ଦ୍ଧିତ କରିଥିଲେ । ପରେ ଛାତ୍ରଛାତ୍ରୀମାନେ ଗୁରୁଙ୍କ ଉଦ୍ଦେଶ୍ୟରେ […]