ମିଶନ ଶକ୍ତି ସ୍କୁଟର ଯୋଜନାରେ ଗଜପତି ଜିଲ୍ଲାର ୨୧୦୦ ଜଣ ସଦସ୍ୟାଙ୍କୁ ମିଳିଛି ସ୍କୁଟର…
ଗଜପତି : ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ରାଜ୍ୟ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜିତ ହୋଇଥିଲା । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପାରଳାଖେମୁଣ୍ଡି ପୌରପରିଷଦ […]