ଓଡିଶା

ବିଶ୍ଵଶାନ୍ତି ଦିବସ ପାଳିତ…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ବିଶ୍ଵଶାନ୍ତି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶରେ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ପର୍ଯ୍ୟବେକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ଵାବଧାନରେ ଏକ ରାଲି ଆୟୋଜିତ ହୋଇ ସହର ପରିକ୍ରମା କରିଥିଲା । ପୂର୍ବତନ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଯାଜପୁରର ପ୍ରଧାନ ଶିକ୍ଷକ ସାତ୍ମିକ […]