ଓଡିଶା କଳା ସଂସ୍କୃତି

ରାମ ଧ୍ବନିରେ କମ୍ପୁଛି ଗାଁଠୁ ସହର । ଗେରୁଆ ରଙ୍ଗରେ ସଜେଇ ହୋଇଛି ଭାରତବର୍ଷ

ଆଜି ହେଉଛି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଏଥିପାଇଁ ଉତ୍ସବ ମୁଖର ଗାଁଠୁ ସହର । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ । ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ ଶ୍ରଦ୍ଧାଳୁଙ୍କର ଭଡି ଦେଖିବାକୁ ମିଳୁଛି […]