ଓଡିଶା କଳା ସଂସ୍କୃତି

ମହାବାହୁଙ୍କ ସ୍ନାନ ନିମିନ୍ତେ ପ୍ରସ୍ତୁତ ଅଭିମନ୍ତ୍ରିତ ଜଳରେ ରହିଛି କ’ଣ ?

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପରେ ବିରାଜିତ ହେବେ ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ । ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ । ସନ୍ଧ୍ୟା […]